Gold Price: ଆସିଲା ସୁନା ଦରରେ ତାଜା ଅପଡେଟ । ଭୁବନେଶ୍ବରରେ ୧୦ ଗ୍ରାମ ସୁନାକୁ ମାତ୍ର ଏତିକି ଟଙ୍କା….

ସୁନା ଦରରେ ଆସିଲା କିଛିଟା ପରିବର୍ତ୍ତନ । ଆପଣ ସୁନା କିଣିବାକୁ ମନ ବଳାଇଥିଲେ ନଜର ପକାନ୍ତୁ ଆଜି କେତେ ରହିଛି ସୁନା ଦର। ଗତକାଲି ଅପେକ୍ଷା ଆଜି ସୁନାଦର ପରିବର୍ତ୍ତନ ହୋଇଛି କି ନାହିଁ…
ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୫୫,୫୫୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୬୦,୬୦୦ ଟଙ୍କା ହୋଇଛି ।
ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୫,୫୫୦ ଟଙ୍କା ଟଙ୍କା ଓ ୬୦,୬୦୦ ଟଙ୍କା ହୋଇଛି।
ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୫୫,୫୫୦ଟଙ୍କା ଓ ୬୦,୬୦୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ୫୫,୭୦୦ ଟଙ୍କା ଓ ୬୦,୭୫୦ ଟଙ୍କା ରହିଛି ।
ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୫୬,୧୫୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୬୧,୦୯୦ ଟଙ୍କା ଥିବା ରେକର୍ଡ ହୋଇଛି ।
କୋଲକାତାରେ ଯଥାକ୍ରମେ ୫୫,୫୫୦ ଟଙ୍କା ଓ ୬୦,୬୦୦ ଟଙ୍କା ରହିଛି।
ରୂପା ମୂଲ୍ୟ ୧ କିଲୋଗ୍ରାମ ପ୍ରତି ୭୩,୦୦୦ଟଙ୍କା ରହିଥିବା ନେଇ ହୋଇଛି।
ମିସ କଲ କରି ଜାଣିପାରିବେ ସୁନାରୂପା ଦର-୨୨ କ୍ୟାରେଟ୍ ଏବଂ ୧୮ କ୍ୟାରେଟ୍ ସୁନା ଅଳଙ୍କାରର ଖୁଚୁରା ଦର ଜାଣିବା ପାଇଁ, ଆପଣ 8955664433 ରେ ଏକ ମିସ୍ କଲ୍ ଦେଇପାରିବେ। ମିସ କଲ ଦେବାର ଅଳ୍ପ ସମୟ ମଧ୍ୟରେ SMS ମାଧ୍ୟମରେ ଆପଣ ଦର ଜାଣିପାରିବେ। ଏହା ସହିତ ଆପଣ କ୍ରମାଗତ ଭାବେ ସୁନାଦର ଜାଣିବା ପାଇଁ www.ibja.co କିମ୍ବା ibjarates.com ସାଇଟକୁ ଭିଜିଟ କରି ଜାଣିପାରିବେ।
Source link